ଦକ୍ଷିଣ ଏସିଆରେ ‘ଓଡ଼ିଶା ଟୁରିଜିମ୍’ ପକ୍ଷରୁ ରୋଡ୍ ଶୋ’
ଭୁବନେଶ୍ୱର/ବ୍ୟାଂକକ୍ : ଓଡ଼ିଶା ଟୁରିଜିମ୍ ପକ୍ଷରୁ ଥାଇଲାଣ୍ଡର ବ୍ୟାକକ୍ ଠାରେ ଦ୍ୱିତୀୟ ରୋଡ୍ ଶୋ’ ଆୟୋଜନ ହୋଇଛି । ଓଡ଼ିଶା ପର୍ଯ୍ୟଟନ ବିଭାଗ ଥାଇଲାଣ୍ଡରେ ଥିବା ଭାରତୀୟ ଦୂତାବାସ ଏବଂ ଫିସି (ଏଫଆଇସିସିଆଇ)ର ମିଳିତ ସହଯୋଗରେ ବ୍ୟାଂକକ୍ ର ହୋଟେଲ୍ ଅନନ୍ତରାଠାରେ ଏହି ରୋଡ୍ ଶୋ’ ଆୟୋଜନ କରିଛି…