Latest Odisha News

BREAKING NEWS

ଆଜି ରାଜ୍ୟରେ ଚିହ୍ନଟ ୭୩ ଆକ୍ରାନ୍ତଙ୍କ ସମ୍ପୂର୍ଣ୍ଣ ବିବରଣୀ, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୭୩ ପଜିଟିଭ ଆକ୍ରାନ୍ତ । ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୩ ଜଣ ଚିହ୍ନଟ ହୋଇଛନ୍ତି । ସମସ୍ତେ ସୁରତ ଫେରନ୍ତା ହୋଇଥିବା ବେଳେ ଏମାନେ କ୍ୱାରେଣ୍ଟାଇନ ସେଣ୍ଟରର…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୩ ପଜିଟିଭ; ୬୦୦ ଟପିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୭୩ ପଜିଟିଭ । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ରାଜ୍ୟରେ ବର୍ତ୍ତମାନ ୪୬୫…

ଉଦବେଗ ହେଉଛି ସ୍ଥିତି: ଭାରତରେ ୭୮ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୫୪୯ ମୃତ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । Spike of 3722 #COVID19 cases & 134 deaths in the last 24…

ପ୍ରବାସୀଙ୍କ ପାଇଁ ରାସ୍ତାରେ ଗଡିବ ମୋ ବସ୍

ଭୁବନେଶ୍ୱର: ଲକଡାଉନ ଯୋଗୁଁ ବାହାର ରାଜ୍ୟ ଅଥବା ଦେଶରେ ଫସି ରହିଥିବା ଅନେକ ପ୍ରବାସୀ ଓଡ଼ିଆ ଟ୍ରେନ୍‌ ଓ ବିମାନ ଯୋଗେ ଓଡ଼ିଶା ଫେରୁଛନ୍ତି । ଏହି ପ୍ରବାସୀ ମାନଙ୍କ ପାଇଁ ବିଏମ୍‌ସି ପକ୍ଷରୁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ବିଭିନ୍ନ କାରଣରୁ ଘରୋଇ ବସ୍‌ ଚଳାଚଳ ସମସ୍ୟା ଥିବାରୁ…

କାଳ ହେଉଛି ଘରବାହୁଡ଼ା: ସଡ଼କ ଦୁର୍ଘଟଣାରେ ୧୪ ଶ୍ରମିକ ମୃତ, ୫୦ ରୁ ଅଧିକ ଆହତ

ମୁମ୍ବାଇ: କାଳ ହେଲା ଘର ବାହୁଡା । ଶ୍ରମିକଙ୍କୁ ନେଇ ନିଜ ରାଜ୍ୟକୁ ଫେରୁଥୁବା ଆଉ ଏକ ବସ ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ୮ ଜଣ ଆହତ ହୋଇଥିବା ବେଳେ ୮୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ ଲକଡାଉନ ଯୋଗୁଁ ମଧ୍ୟପ୍ରଦେଶରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଏକ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୪-୦୫-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ମଇ ତା୧୪ ରିଖ ଗୁରୁବାର ବୃଷ ୧ ଦିନ ଜ୍ଯେଷ୍ଠ  ମାସ କୃଷ୍ଣ  ପକ୍ଷ ଅଷ୍ଟମୀ  ତିଥି  ଧନିଷ୍ଠା ନକ୍ଷତ୍ର ମକର ଚନ୍ଦ୍ର  ଘାତ ବାର-:  ତୁଳା ଓ କୁମ୍ଭ ରାଶିର      ଘାତ ଚନ୍ଦ୍ର-: ସିଂହ ରାଶି ପୁରୁଷଙ୍କର…

ବାତ୍ୟା ପୂର୍ବରୁ ଉପକୂଳ ଓଡ଼ିଶାରେ ପ୍ରଭାବ: ମେ’ ୧୯, ୨୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ଅମ୍ଫାନର ଗତିପଥ ଓ ଦିଗ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିବେ, ମାତ୍ର ଏହା ପୂର୍ବରୁ ପାଣିପାଗ ବିଶେଷଜ୍ଞମାନଙ୍କ ପୂର୍ବାନୁମାନ ଅନୁଯାୟୀ ଏହି ବାତ୍ୟା ବାଂଲାଦେଶର ସ୍ଥଳପଥ ଛୁଇଁବାର ସମ୍ଭାବନା ରହିଛି । ଅନ୍ୟ କେତେକ ପାଣିପାଗ ବିଶେଷଜ୍ଞଙ୍କ…

ମ୍ୟାଟ୍ରିକ ଖାତା ଦେଖା ପ୍ରସଙ୍ଗ: ଶିକ୍ଷକଙ୍କ ପାଇଁ ୫୦ଲକ୍ଷ ବୀମା ରାଶି ଦାବି କଲା ଶିକ୍ଷକ ସଂଘ ଓଷ୍ଟା

କଟକ: ମ୍ୟାଟ୍ରିକ ଖାତା ଦେଖୁଥିବା ପ୍ରତ୍ୟକ ଶିକ୍ଷକ ମାନଙ୍କୁ ୫୦ଲକ୍ଷ ରାଶି ବିଶିଷ୍ଟ ବୀମା ଭୁକ୍ତ କରିବାକୁ ଦାବି ରଖିଛି ରାଜ୍ୟ ମାଧ୍ୟମିକ ଶିକ୍ଷକ ସଂଘ ଓଷ୍ଟା । କରୋନା ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ମ୍ୟାଟ୍ରିକ ଖାତା ମୂଲ୍ୟାୟନରେ ନିଜକୁ ନିୟୋଜିତ କରିଥିବା ଶିକ୍ଷକଙ୍କ…

ଲକଡ଼ାଉନରେ ହେବ ଅନଲାଇନ ପ୍ଲେସମେଣ୍ଟ: ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ: ଦେଶବ୍ୟାପୀ ଲକଡ଼ାଉନ ମଧ୍ୟରେ ପୂର୍ବ ସ୍ନାତକ, ସ୍ନାତକ ତଥା ଡିପ୍ଲୋମା କୋର୍ସ ଛାତ୍ରଛାତ୍ରୀଙ୍କ ଅନଲାଇନ ପ୍ଲେସମେଣ୍ଟ ଡ୍ରାଇଭ କାର‌୍ୟ୍ୟକ୍ରମ ପାଇଁ ଯୋଜନା କରୁଥିବା ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟ ପ୍ଲେସମେଣ୍ଟ ସେଲ୍ ପକ୍ଷରୁ ସୂଚନା ମିଳିଅଛି । ବିଶ୍ୱବିଦ୍ୟାଳୟ…

‘ରୁଚି’ ପକ୍ଷରୁ ହଜାରେ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭୁବନେଶ୍ୱର: କରୋନା ବିପର୍ଯ୍ୟୟରେ ପ୍ରଭାବିତ ପୁରୀ ଓ ଭୁବନେଶ୍ୱରର ଅନେକ ସହରତଳି ବସ୍ତିରେ ବସବାସ କରୁଥିବା ଅସହାୟ ଓ ବିପନ୍ନ ଲୋକମାନଙ୍କୁ ରୁଚି ମସଲା ଉଦ୍ୟୋଗ ପକ୍ଷରୁ ଶୁଖିଲା ଖାଦ୍ୟ ପ୍ୟାକେଟ ବଣ୍ଟନ କରାଯାଇଛି । ଭୁବନେଶ୍ୱରର ହାଇଟେକ୍ ବସ୍ତି, କିନ୍ଦିରିଆ ବସ୍ତି, ପାଣ୍ଡରା, ଭୋଇ…