Latest Odisha News

BREAKING NEWS

ବିଶିଷ୍ଟ କବି ଶତ୍ରୁଘ୍ନ ପାଣ୍ଡବ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ତଥା କବି ଶତ୍ରୁଘ୍ନ ପାଣ୍ଡବ ତାଙ୍କର କବିତା ପୁସ୍ତକ ‘ମିଶ୍ର ଧୃପଦ’ ସହିତ ଜୀବନବ୍ୟାପୀ ସାହିତ୍ୟ ସାଧନା ଲାଗି ୨୦୧୮ ମସିହାର ୩୯ତମ ସମ୍ମାନଜନକ ଶାରଳା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ଏହି ଅବସରରେ ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ…

ଖୁବ୍ ଶିଘ୍ର ସୁଟିଂ ହେବ ସାଇନାଙ୍କ ବାୟୋପିକ୍

ମୁମ୍ବାଇ: ବଲିଉଡ଼ ନିର୍ଦ୍ଦେଶକ ଅମୋଲ୍ ଗୁପ୍ତେଙ୍କ ନିର୍ଦ୍ଦେଶନାରେ ବ୍ୟାଡ଼ମିଣ୍ଟନ ସେନସେସନ୍ ସାଇନା ନେହେୱାଲଙ୍କ ବାୟୋପିକର ସୁଟିଂ ଖୁବ୍ ଶିଘ୍ର ହେବାକୁ ଯାଉଛି । ତେବେ ସବୁଠାରୁ ଚର୍ଚ୍ଚାର ବିଷୟ ହେଉଛି ଏହି ବାୟୋପିକରେ ସାଇନାଙ୍କ ଭୂମିକାରେ ଅବତୀର୍ଣ୍ଣ ହେଉଛନ୍ତି ବଲିଉଡ୍ ସୁନ୍ଦରୀ…

ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଓମ୍ ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଜୟପୁର ହାଇସ୍କୁଲର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଶ୍ରୀ ଓମ୍ ପ୍ରକାଶ ମିଶ୍ରଙ୍କୁ ଆଜି ସଚିବାଳୟରେ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମିଶ୍ରଙ୍କୁ ରୂପା ତାରକସିର ଏକ ଉପହାର ପ୍ରଦାନ କରିଛନ୍ତି । ସୂଚନା…

ପ୍ରବଳ ବର୍ଷା ଯୋଗୁଁ ଭଦ୍ରକରେ ବନ୍ୟା ପରିସ୍ଥିତି ଆଶଙ୍କା

ଭୁବନେଶ୍ୱର: ଗତ ୭୨ ଘଣ୍ଟା ଧରି ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାର ବନ୍ୟା ପରିସ୍ଥିତିର ଆଶଙ୍କା ସୃଷ୍ଟି ହୋଇଛି । ଜିଲ୍ଲାର ଧାମନଗର ବ୍ଳକରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ସାଳନ୍ଦୀର ଉପନଦୀ ରେବା ଓ କପାଳି ନଦୀର ବନ୍ୟା ଜଳ ଅସୁରାଳି ଓ କାସିମପୁର ଗାଁ’ରେ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚୋରା ଚାଲାଣ, ଡ୍ରାଇଭର ଫେରାର

ମାଲକାନଗିରି : ମାଲକାନଗିରି ଜିଲ୍ଲାର ଖଇରପୁଟ-ମାଥିଲି ନିକଟ ରାସ୍ତାରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଧରାପଡିଛି । ସୁତ୍ରରୁ ପ୍ରକାଶ ଯେ ଗତକାଲି ରାତିରେ ପୋଲିସ ପେଟ୍ରୋଲିଂ କରୁଥିବା ସମୟରେ ଏକ ଆମ୍ବୁଲାନ୍ସ ଉପରେ ସନ୍ଦେହ ପ୍ରକାଶ କରିଥିଲା । ଏପଟେ ପୋଲିସ ଠାରୁ ବଞ୍ଚିବା ପାଇଁ…

ଅତ୍ୟଧିକ ତୈଳ ଦରବୃଦ୍ଧି ପ୍ରତିବାଦରେ ଆଜିଠୁ ବିଜେଡ଼ିର ୩ ଦିନିଆ ଆନ୍ଦୋଳନ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ସର୍ବକାଳୀନ ସର୍ବାଧିକ ପେଟ୍ରୋଲ ଓ ଡ଼ିଜେଲ ଦର ବୃଦ୍ଧି ପ୍ରତିବାଦରେ ଶାସକ ବିଜୁ ଜନତା ଦଳ ପକ୍ଷରୁ ସାରା ଓଡ଼ିଶାରେ ଏକ ୩ ଦିନିଆ ବିକ୍ଷୋଭ ଆରମ୍ଭ ହୋଇଛି । ଏହି ଆନ୍ଦୋଳନ ୭ ତାରିଖରୁ ୯ ତାରିଖ ଯାଏ ଚାଲୁରହିବ । ଏହି ଆନ୍ଦାଳନରେ ଅଂଶଗ୍ରହଣ କରି ବିଜୁ…

ତୈଳଦର ବୃଦ୍ଧି ଓ ଶିକ୍ଷକ ଅନ୍ଦୋଳନ ନେଇ ବିଧାନସଭାରେ ହଟ୍ଟଗୋଳ, ଦିନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ଶୁକ୍ରବାର ଦିନ ବିଧାନସଭା ବିରୋଧି ଦଳର ପ୍ରବଳ ହଟ୍ଟଗୋଳ ଯୋଗୁଁ ଦିନ ୩ଟା ଯାଏ ମୁଲତବୀ ରହିଲା । ବିଧାନସଭା ଗୃହ ଦିନ ୧୦:୩୦ରେ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଦଳର ବିଧାୟକମାନେ ଶିକ୍ଷକ ଅନ୍ଦୋଳନକୁ ନେଇ ଗୃହରେ ଆଲୋଚନା କରିବାକୁ ଅନୁରୋଧ କରିଥିଲେ । ତେବେ ଗୁରୁତ୍ୱପୂର୍ଣ୍ଣ…

କଂଗ୍ରେସ ପକ୍ଷରୁ ୧୦ରେ ‘ଭାରତ ବନ୍ଦ’ ଡାକରା

ନୂଆଦିଲ୍ଲୀ : କଂଗ୍ରେସ ପକ୍ଷରୁ ତୈଳଦର ବୃଦ୍ଧିକୁ ନେଇ ଆସନ୍ତା ୧୦ ତାରିଖ ଦିନ ଭାରତ ବନ୍ଦ ଡାକରା ଦିଆଯିବ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ନେତାମାନେ ଘୋଷଣା କରିଛନ୍ତି । ସୂଚନା ଅନୁଯାୟୀ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଜିନିଷର ଦରଦାମ ବୃଦ୍ଧିକୁ…

ପ୍ରବଳ ବର୍ଷା ଆଶଙ୍କା: ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ ଅତ୍ୟଧିକ ବର୍ଷାକୁ ନଜରରେ ସାରା ରାଜ୍ୟରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା କରାଯାଇଛି । ଏନେଇ ଗତକାଲି ରାଜ୍ୟ ସରକାର ଏକ ବିଜ୍ଞପ୍ତି ଜାରି କରିଥିଲେ । ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ନଜରରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ନେଇ…

ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେଧିରେ ଅବପାତର ରୂପ ନେଉଛି । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ…