ଗୋଟିଏ ଛାତ ତଳେ ଗଢି ଉଠିଛି ଏହି ସହର…
ସହର ମାନଙ୍କରେ ବଡ଼ ବଡ଼ କୋଠା ଥିବା କଥା ଆପଣ ଜାଣିଥିବେ । କିନ୍ତୁ କୋଠା ଉପରେ ଏକ ସହର ଗଢିହୋଇଥିବା କଥା କାନକୁ ଟିକିଏ ଅଲଗା ଶୁଭୁଥିବ ନିଶ୍ଚୟ । ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ କଥାଟି ସତ ।
ଉତ୍ତର ଆମେରିକାରେ ଥିବା ଆଲାସ୍କାର ହ୍ବିଟିୟରରେ ଏକ ୧୪ ମହଲା ବିଶିଷ୍ଟ କୋଠା ରହିଛି। ଏହି…