ଆଇସିସି ମହିଳା ବିଶ୍ୱକପ,ପୁରୁଷ ୧୯ ବର୍ଷରୁ କମ୍ ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ ମୁକାବିଲାକୁ ସ୍ଥଗିତ
ଦୁବାଇ: ଆଇସିସି ମହିଳା ବିଶ୍ୱକପ ଓ ପୁରୁଷ ୧୯ ବର୍ଷରୁ କମ୍ ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ ମୁକାବିଲାକୁ ସ୍ଥଗିତ ରଖାଯାଇଛି । କୋଭିଡ-୧୯ ମହାମାରୀ ପାଇଁ ୨୦୨୧ ମହିଳା ବିଶ୍ୱକପ୍ ଓ ୨୦୨୨ ପୁରୁଷ ୧୯ ବର୍ଷରୁ କମ୍ ବିଶ୍ୱକପ୍ର ଯୋଗ୍ୟାତା ପର୍ଯ୍ୟାୟ ଇଭେଣ୍ଟକୁ ସ୍ଥଗିତ ରଖାଯାଇଛି । ଆସନ୍ତା…