ତାମିଲନାଡୁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୭ମୃତ ଓ ୩୦ ଆହତ
ତାମିଲନାଡୁ : ତାମିଲନାଡୁ ଅନ୍ତର୍ଗତ ସାଲେମ ଠାରେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସଟି ଭାରସାମ୍ୟ ହରାଇ ଏକ ମିନି ଭ୍ୟାନକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ବସଟି ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ଚୁରମାର ହୋଇଯାଇଛି ।
ସୂଚନା ଅନୁଯାୟୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତ ମାନଙ୍କୁ…