ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଆରମ୍ଭ
ବରଗଡ : ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ଆଜି ହେଉଛି ଚତୁର୍ଥ ଦିନ । ଏହି ଅବସରରେ ସମଗ୍ର ବରଗଡ ସହରରେ ଉତ୍ସବମୁଖର ପରିବେଶ ଲାଗି ରହିଛି ।
ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ କଳାକାରଙ୍କ ନିଖୁଣ କଳାକୃତିରେ ଶୋଭା ବର୍ଦ୍ଧନ କରୁଥିବାବେଳେ ଏବେ ବରଗଡ ମଥୁରା ନଗରୀ ପାଲଟିଥିବାବେଳେ ଓ…