ପ୍ରଖ୍ୟାତ ରାଜନୀତିଜ୍ଞ ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଶେଷ ନିଶ୍ୱାସ ତ୍ୟାଗ କଲେ
ନୂଆଦିଲ୍ଲୀ : ଭାରତୀୟ ରାଜନୀତିର କିମ୍ବଦନ୍ତୀ ପୁରୁଷ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦିଲ୍ଲୀ ସ୍ଥିତ ଏମ୍ସରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା । ଗତ ଜୁନ୍ ୧୧ ତାରିଖରେ ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି…