ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଜାଭେରୀ
କଟକ/ଭୁବନେଶ୍ୱର : ଆଜି ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ ଓଡିଶା ହାଇକୋର୍ଟର ୩୦ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ଏହି ଶପଥ ପାଠ ଉତ୍ସବ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ…