କିସ୍ ରେ ରଗବୀ ବିଶ୍ୱକପ ଟ୍ରଫି
ଭୁବନେଶ୍ୱର : ଶୁକ୍ରବାର ରଗବୀ ବିଶ୍ୱକପ ଟ୍ରଫି- ୱେବ ଏଲିସ କପ ଭୁବନେଶ୍ୱରରେ ପହଞ୍ଚିବା ପରେ କିଟ ଓ କିସ ବୁଲିଥିଲା । ଏହି ଅବସରରେ କିସ ପରିସରରେ ୨୭ହଜାର ଛାତ୍ରଛାତ୍ରୀ ଟ୍ରଫିକୁ ସ୍ୱାଗତ ଜଣାଇଥିଲେ ।
ଏହି କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ସାନନ୍ଦ ମାରାଣ୍ଡି,…