ନୂଆବର୍ଷ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି; ଜାଣନ୍ତୁ କେଉଁଠି କରିବେ ଗାଡି ପାର୍କିଂ
ପୁରୀ: ନୂଆବର୍ଷ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ନୂଆବର୍ଷର ନୂଆ ସକାଳୁ ମହାପ୍ରଭୁଙ୍କୁ ଦର୍ଶନ କରି ବର୍ଷ ଆରମ୍ଭ କରିବାକୁ ଶ୍ରଦ୍ଧାଳୁ ମାନଙ୍କ ଭିଡ଼ ପୁରୀରେ ଲାଗି ରହିବ।
ଭକ୍ତଙ୍କ ସୁରକ୍ଷା ଓ…