କେନ୍ଦୁଝର: ଗଛରେ ପିଟି ହୋଇ କାର ଦୁର୍ଘଟଣାଗ୍ରସ୍ତ, ୪ମୃତ, ଜଣେ ଗୁରୁତର ଆହତ
କେନ୍ଦୁଝର : ସୋମବାର ରାତି ୨ଟା ସମୟରେ କେନ୍ଦୁଝର ଜିଲ୍ଲା ସଦରଥାନା ଅନ୍ତର୍ଗତ ମଇଦାନକେଲ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ଗଛକୁ ଶକ୍ତ ଧକା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି । କାରରେ ବସିଥିବା ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଯାତ୍ରୀ ଗୁରୁତର ଆହତ…