୨୦୧୯ ଭାରତୀୟ କ୍ରୀଡ଼ା: ଅନେକ ସଫଳତା ଅନେକ ଆଶା
୨୦୧୯ ସରିବାକୁ ଯାଉଥିଲା ବେଳେ ଭାରତୀୟ କ୍ରୀଡ଼ା ଉପରେ ନଜର ପକାଇଲା ବେଳେ ସଫା ବାରିହୋଇପଡେ ଏକାଧିକ ଖେଳରେ ଅପୂର୍ବ ଚମକର କଥା । ବିଶେଷ କରି ଅଲିମ୍ପିକ୍ କ୍ରୀଡ଼ାର ଏକାଧିକ ଇଭେଣ୍ଟରେ ଆମ ଖେଳାଳିମାନଙ୍କର ସଫଳତା ଏଥର ଆକାଶ ଛୁଆଁ ହେବା ସାଙ୍ଗକୁ ମନରେ ଅନେକ ଆଶା ଭରିଛି । କେବଳ ପି.ଭି…