ଆସନ୍ତାକାଲି ଠାରୁ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି ପର୍ବ
ଭୁବନେଶ୍ୱର: ଡିସେମ୍ବର ୩୧ରୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ କରାଯାଏ ଏହାର ଆୟୋଜନ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।
ଧନୁଯାତ୍ରା ପାଇଁ ରଂଗମହଲ ଏବଂ ଦରବାରର ସାଜସଜ୍ଜାରେ କାରିଗରଙ୍କ ଶେଷ ସ୍ପର୍ଶ ବାଜିଛି…