ଭୁବନେଶ୍ୱରରୁ ଅହମ୍ମଦାବାଦ ଓ ହାଇଦ୍ରାବାଦ ଉଡ଼ିବ ବିମାନ, ସେପ୍ଟେମ୍ବର ୨ରୁ ଇଣ୍ଡିଗୋ ବିମାନସେବା ଆରମ୍ଭ
ଭୁବନେଶ୍ୱର : ଓଡ଼ିଶାରୁ ଗୁଜରାଟ ସିଧା ବିମାନ । ଭୁବନେଶ୍ୱରରୁ ଉଡ଼ିବ ବିମାନ ଅହମ୍ମଦାବାଦକୁ । ଆସନ୍ତା ସେପ୍ଟେମ୍ବର ୨ ତାରିଖରୁ ଏହି ଉଡ଼ାଣ ଆରମ୍ଭ କରିବ ଇଣ୍ଡିଗୋ । ସେହିପରି ହାଇଦ୍ରାବାଦ ଓ ଭୁବନେଶ୍ୱର ମଧ୍ୟରେ ଇଣ୍ଡିଗୋ ପକ୍ଷରୁ ବିମାନ ଚଳାଚଳ ସୁବିଧା ଯାତ୍ରୀମାନଙ୍କ ଲାଗି କରାଯାଇଛି ।…