ମୌସୁମୀ ଋତୁରେ ବିଦ୍ୟୁତ୍ ସୁରକ୍ଷା ନିୟମ ପାଳନ କରିବାକୁ ଟିପିସିଓଡିଏଲ୍ ପକ୍ଷରୁ ଗ୍ରାହକମାନଙ୍କୁ ଆହ୍ୱାନ
ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ମୌସୁମୀ ଋୁତୁ ଲାଗି ପ୍ରସ୍ତୁତ ରହିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ବଜାୟ ରଖିବା ଏବଂ ବର୍ଷା…