ରୱାଣ୍ଡାରେ ଭାରତୀୟ ଗୋଧନ ବଣ୍ଟନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୱାଣ୍ଡା ଗସ୍ତ କାଳରେ ଆଜି ରୱେରୁ ଆଦର୍ଶ ଗ୍ରାମରେ ସେଠାକାର ଗ୍ରାମବାସୀମାନଙ୍କୁ ୨୦୦ ଭାରତୀୟ ଗାଈ ଉପହାର ଆକାରରେ ପ୍ରଦାନ କରିଛନ୍ତି । ରୱାଣ୍ଡା ସରକାରଙ୍କ ଗିରିଙ୍କା କାର୍ଯ୍ୟକ୍ରମ ଅଧୀନରେ ଗ୍ରାମବାସୀମାନଙ୍କୁ ଏହି ଗାଈ ଭାରତ ପକ୍ଷରୁ…