ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ୧୦ ଡିଗ୍ରି ତଳେ ୧୫ ସହର
ଭୁବନେଶ୍ୱର: ଓଡିଶାରେ ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରବିବାର ରାଜ୍ୟର ୧୫ଟି ସ୍ଥାନରେ ପାରଦ ୧୦ ଡିଗ୍ରି ତଳକୁ ଖସିଛି ।
ସୋନପୁରରେ ସର୍ବନିମ୍ନ ତାପମାତ୍ରା ୩.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି ।
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆକଳନ ଅନୁଯାୟୀ କନ୍ଧମାଳ…