Latest Odisha News

BREAKING NEWS

ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ସୋନପୁରରେ ପାରଦ ୪ ଡିଗ୍ରି ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶନିବାର ଦିନ ସୋନପୁରରେ ତାପମାତ୍ରା ୪ ଡିଗ୍ରୀ ସେଲସିୟସକୁ ହ୍ରାସ ପାଇଛି । ଏଭଳି ସ୍ଥିତି ଜାନୁଆରୀ ୧ ତାରିଖ ଯାଏଁ ଜାରି ରହିବ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ସୂଚନାନୁଯାୟୀ ଆଭ୍ୟନ୍ତରୀଣ ଜିଲ୍ଲାରେ ଶନିବାର…

ରାୟଗଡାରେ ମାଓବାଦୀଙ୍କ ଲଙ୍କାକାଣ୍ଡ; ଜାଳିଦେଲେ ୩ ଗାଡି

ରାୟଗଡା: ରାୟଗଡା ଜିଲ୍ଲାର ମୁନିଗୁଡାରେ ରାସ୍ତା କାମକୁ ବିରୋଧ କରି ମାଓବାଦୀମାନେ ଲଙ୍କାକାଣ୍ଡ ଭିଆଇବା ସହ ପାଖାପାଖି ୩ଟି ଗାଡିରେ ନିଆଁ ଲଗାଇ ଦେଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଶରଧାପୁର-ଥୁଆପାଡିକୁ ସଂଯୋଗ କରୁଥିବା ରାସ୍ତାକାମକୁ ବିରୋଧ…

ଜାନୁଆରୀ ୧ରୁ ଶ୍ରମ ମନ୍ତ୍ରାଳୟ ଲାଗୁ କରିବ ପେନସନ ‘କମ୍ୟୁଟେସନ’ ସୁବିଧା

ନୂଆଦିଲ୍ଲୀ: ଶ୍ରମ ମନ୍ତ୍ରାଳୟ କର୍ମଚାରୀ ଭାବିଷ୍ୟନିଧି ସଂଗଠନ (ଇପିଏଫଓ) ର କର୍ମଚାରୀ ପେନସନ ଯୋଜନା ରେ ପେନସନ ରାଶୀ ରେ ଏକକ ଆଂଶିକ ରାଶୀ କାଢ଼ିବା ବା 'କମ୍ୟୁଟେସନ' ର ସୁବିଧା ଆସନ୍ତା ଜାନୁୟାରୀ ଠାରୁ ଏହି ସୁବିଧା ମିଳିବ | ଏହି ପଦକ୍ଷେପ ଦ୍ୱାରା ୬.୩ ଲକ୍ଷ ପେନସନଭୋଗୀ ଉପକୃତ ହେବେ |…

ଭାରତର ୧୨୫ କୋଟି ଲୋକଙ୍କ ପାଖରେ ରହିଛି ଆଧାର କାର୍ଡ

ନୂଆଦିଲ୍ଲୀ: ବର୍ଷ ୨୦୧୯ର ଶେଷରେ ଆଧାର ତିଆରିରେ ନୂଆ ଉପଲବ୍ଧି ଆସିଛି | ଏବେ ଭାରତର ୧୨୫ କୋଟି ଲୋକ ନିଜର ଆଧାର ତିଆରି କରିସାରିଲେଣି | ଏଥିରେ ଛୁଆ, ବୃଦ୍ଧବୃଦ୍ଧା ଓ ଯୁବକ ସାମିଲ ଅଛନ୍ତି | ୟୁନିକ ଆଇଡେଣ୍ଟି ଫିକେସନ ଅଥରିଟି ଅଫ ଇଣ୍ଡିଆ (ୟୁଆଇଡିଏଆଇ) ଘୋଷଣା କରିଛି ଯେ ୧.୨୫ ବିଲିଅନ…

ଜିଏସଟି ରିଟର୍ଣ୍ଣ ଦାଖଲ ନକଲେ ହୋଇପାରେ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ !

ନୂଆଦିଲ୍ଲୀ: ଜିଏସଟି ରିଟର୍ଣ୍ଣ (ଵସ୍ତୁ ଓ ସେବା କର ରିଟର୍ଣ୍ଣ) ଦାଖଲ ନକରିବା ଏବେ କାରବାର କରୁଥିବା ଲୋକଙ୍କ ପାଇଁ ଭାରୀ ପଡିବ | ମିଡ଼ିଆ ରିପୋର୍ଟ ଅନୁସାରେ, ଜିଏସଟି ରିଟର୍ଣ୍ଣ ଦାଖଲ ନକରୁଥିବା ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ ହୋଇପାରେ ବା ତାଙ୍କ ରେଜିଷ୍ଟ୍ରେସନ ବାତିଲ ହୋଇପାରେ |…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା ୨୮-୧୨-୨୦୧୯ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା ୨୮ ରିଖ ଶନିବାର ଧନୁ ୧୩ ଦିନ ପୌଷ ମାସ ଶୁକ୍ଳ ପକ୍ଷ ଦ୍ବିତୀୟା ଭୁକ୍ତ ତୃତୀୟା ତିଥି ଉତ୍ତରାଷାଢା ନକ୍ଷତ୍ର ମକର ଚନ୍ଦ୍ର  ଘାତ ବାର-:  ବୃଷ…

ନୂଆବର୍ଷରେ ବୁଲନ୍ତୁ ଓଡ଼ିଶାର ଏହିସବୁ ଦର୍ଶନୀୟ ସ୍ଥାନ…

ଭୁବନେଶ୍ୱର : ଆଉ କିଛି ଦିନର ଅପେକ୍ଷା ପରେ ନୂତନ ବର୍ଷ ଭାବେ ୨୦୨୦ ମସିହାର ଆଗମନ ହେବାକୁ ଯାଉଛି । ସମସ୍ତ ଆବାଳ ବୃଦ୍ଧ ବନିତା ୨୦୧୯ ମସିହାକୁ ବିଦାୟ ସ୍ୱରୂପ ଆଶା ଓ ଉଦ୍ଦୀପନାର ସହ ନୂତନ ବର୍ଷକୁ ଚାତକ ଭଳି ଚାହିଁ ରହିଛନ୍ତି । ରାଜ୍ୟ ଭିତରେ ଏଭଳି କିଛି ପର୍ଯ୍ୟଟନସ୍ଥଳୀ ରହିଛି ଯାହାର…

ବରିଷ୍ଠ ସାମ୍ବାଦିକ ପ୍ରଭାତ ଦାଶଙ୍କ ବିୟୋଗ; ମୟୂରଭଞ୍ଜରେ ଶୋକସଭା

ବାରିପଦା: ବରିଷ୍ଠ ସାମ୍ବାଦିକ ପ୍ରଭାତ ଦାଶଙ୍କ ଗତ ଗୁରୁବାର ସଂଧ୍ୟାରେ ହୃଦଘାତ ଜନିତ ଅକାଳ ବିୟୋଗ ଘଟିଛି । ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ବାରିପଦା ପୌର ପରିଷଦ ଅତିଥି ଭବନ ଠାରେ ଶୁକ୍ରବାର ମୟୂରଭଞ୍ଜ ଜିଲ୍ଲାର ସାମ୍ବାଦିକଙ୍କ ତରଫରୁ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି…

ମାର୍ଚ୍ଚ ୩ରୁ +୨ ପରୀକ୍ଷା; ସମୁଦାୟ ୩ ଲକ୍ଷ ୪୯ ହଜାର ୧୫୪ ପରୀକ୍ଷାର୍ଥୀ ଦେବେ ପରୀକ୍ଷା

ଭୁବନେଶ୍ୱର: ମାର୍ଚ୍ଚ ୩ରୁ +୨ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ଚାଲିବ । ସେହିପରି ବାଣିଜ୍ୟ ପରୀକ୍ଷା ମାର୍ଚ୍ଚ ୪ ରୁ ୨୬ ଯାଏଁ ଚାଲିବ । +୨ କଳା ମାର୍ଚ୍ଚ ୪ରୁ ଆରମ୍ଭ ହୋଇ ୨୭ ତାରିଖ ପର୍ଯ୍ୟନ୍ତ ଏବଂ ଧନ୍ଦାମୂଳକ ଶିକ୍ଷା ମାର୍ଚ୍ଚ ୧୬ ରୁ ଆରମ୍ଭ ହୋଇ ୨୮ ତାରିଖରେ…

ଶନିବାର ଓ ରବିବାର ଆପଣଙ୍କ ଜିଲ୍ଲାର ଏହିସବୁ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତସେବା !

ଭୁବନେଶ୍ୱର: ମରାମତି କାର୍ଯ୍ୟପାଇଁ ଶନିବାର ଓ ରବିବାର କଟକ, ଭୁବନେଶ୍ୱର, କଟକ ଓ ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ସୂଚନା ଜାରି ହୋଇଛି । ଶନିବାର: ୧.ଜନପଥ, ଶ୍ରୀୟା ସ୍କୋୟାର, ରାମ ମନ୍ଦିର, ବିଡିଏ କଲୋନି, ରେଳ ବିହାର, ବିଡିଏ…