ସଂସଦରେ ଅନାସ୍ଥା ପ୍ରସ୍ତାବ: ବିଜେଡ଼ି ମତଦାନରୁ ବିରତ ରହି କକ୍ଷତ୍ୟାଗ କଲା, ୭ଘଣ୍ଟାର ଆଲୋଚନା ଆରମ୍ଭ ହେଲା
ନୂଆଦିଲ୍ଲୀ : କୁହାଯାଏ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜନୀତିରେ ଚାଣକ୍ୟ ନୀତି ଅବଲମ୍ବନ କରିଥାନ୍ତି, ଏବଂ ତାହା ଆଜି ମଧ୍ୟ ଲୋକସଭାରେ ପ୍ରମାଣିତ ହେଲା । ଅତୀତରେ ବାଡ଼ି ଭାଙ୍ଗିବନି କି ସାପ ମରିବନି ନୀତିରେ ରାଜ୍ୟ ରାଜନୀତିରେ ପୋଖତ ଖେଳ ପ୍ରଦର୍ଶନ କରିଥିବା ନବୀନଙ୍କ ଚାଲକୁ…