ଶିଳ୍ପପତି ମହିମା ମିଶ୍ରଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର : ଓଡ଼ିଶା ହାଇକୋର୍ଟ ସୋମବାର ଦିନ ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ପାରରଦୀପ ତାରିଣୀପଡ଼ା ଓ କଟକ ଖାନନଗର ବୋମାମାଡ଼ ମାମଲାରେ ହାଇକୋର୍ଟ ମହିମାଙ୍କୁ ଜାମିନ ପ୍ରଦାନ କରିଛନ୍ତି ।
ଶିଳ୍ପପତି ମହିମା ମିଶ୍ରଙ୍କୁ ହାଇକୋର୍ଟ…