ଆଇଏସଏଲ୍ ଲାଗି କଳିଙ୍ଗ ଷ୍ଟାଡ଼ିୟମ ପ୍ରସ୍ତୁତ; ଏଥର ଘରୋଇ ମାଟିରେ ଖେଳିବ ଓଡ଼ିଶା ଏଫସି !
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମରେ ଓଡ଼ିଶା ଏଫ୍ସି ପ୍ରଥମ ଥର ପାଇଁ ହିରୋ ଇଣ୍ଡିଆନ୍ ସୁପର ଲିଗ୍ (ଆଇଏସ୍ଏଲ୍) ମ୍ୟାଚ୍ ଖେଳିବାକୁ ଯାଉଛି । ଆସନ୍ତା ୨୭ ତାରିଖ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ରେ ଘରୋଇ ଓଡ଼ିଶା ଏଫ୍ସି ଏବଂ ଜାମ୍ସେଦ୍ପୁର ଏଫ୍ସି ମଧ୍ୟରେ ଏହି ମ୍ୟାଚ୍ ଖେଳାଯିବ ।…