Latest Odisha News

BREAKING NEWS

କଂଗ୍ରେସ ନେତା ସୁର ରାଉତରାୟଙ୍କ ଧମକ; ଦାବି ପୂରଣ ନ’ହେଲେ ଆତ୍ମାହୁତି ଦେବି !

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠରେ ଥିବା ଡମ୍ପିଂୟାର୍ଡକୁ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତରିତ କରିବା ଲାଗି କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ ସୋମବାର ଦିନ ଦାବି କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ କଂଗ୍ରେସର ଏହି ବରିଷ୍ଠ ନେତା ଜଣକ କହିଛନ୍ତି,…

ଆପଣଙ୍କ ସୌନ୍ଦର୍ଯ୍ୟକୁ ଦ୍ବିଗୁଣିତ କରିବ ପାନ ପତ୍ର !

ଭୁବନେଶ୍ୱର: ପାନ ପାତ୍ରକୁ ସାଧାରଣତଃ ସୁପରି ତଥା ଚୂନ ଆଦି ଦେଇ ଖିଆଯାଇଥାଏ । ନିୟମିତ ପାନ ଖାଇଲେ ଏହା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ବିଶେଷଜ୍ଞ ମାନେ ମତ ଦେଇଛନ୍ତି । ତେବେ କଣ ଆପଣ ଜାଣନ୍ତି ଏହି ପାନ ଆମ ଶରୀର ଅନେକ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିବ । ଆଜି ଆମେ ଆପଣଙ୍କୁ…

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ଵରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରର ଚାରିପାଖରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପରେ ଏବେ ଓଡିଶା ସରକାରଙ୍କ ପକ୍ଷରୁ ଏହାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମସି) କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀଙ୍କ ସହ ରବିବାର ଦିନ ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକ ପରେ…

ତୋଷାଳି ମେଳାର ୮ମ ସନ୍ଧ୍ୟା; ହସ୍ତତନ୍ତର ବିଶ୍ୱାଦୃତି ନିମନ୍ତେ ‘ବୟନିକା’ ପକ୍ଷରୁ ‘ଫେସନ୍‌ ସୋ’

ଭୁବନେଶ୍ୱର: ସାରା ଦେଶର ହସ୍ତଶିଳ୍ପ କାରିଗର, ବୁଣାକାର ଓ ସ୍ଥପତିକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ ସେମାନଙ୍କ କଳା-କାରିଗରୀର ପ୍ରଦର୍ଶନ ନିମନ୍ତେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୧୯ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଡିସେମ୍ବର ୧୫…

ବାରବାଟୀରେ ରୋହିତଙ୍କ ନୂଆ ବିଶ୍ୱ କୀର୍ତ୍ତିମାନ ବ୍ୟତୀତ ସମସ୍ତ ପୂର୍ବ ରେକର୍ଡ଼ ଜାଣନ୍ତୁ…

ଓଡ଼ିଶା କ୍ରୀଡ଼ାଜଗତର ଗର୍ବ ଓ ଗୌରବ ହେଉଛି କଟକସ୍ଥିତ ବାରବାଟୀ ଷ୍ଟାଡିୟମ । ଡ଼ିସେମ୍ବର ୨୨ ତାରିଖରେ ଅନୁଷ୍ଠିତ ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚରେ ରୋହିତ ଶର୍ମା ଏକ ନୂଆ କୀର୍ତ୍ତିମାନ କରିଛନ୍ତି । ସେ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ବିଶ୍ୱର ସର୍ବାଧିକ ରନ ସଂଗ୍ରହକାରୀ ଭାବେ ଘୋଷିତ ହୋଇଛନ୍ତି ।…

ବିଏସଏନଏଲ ଗ୍ରାହକଙ୍କ ପାଇଁ ଖୁସି ଖବର; ଏହି ପ୍ଲାନରେ ମିଳିବ ୩ ଜିବି ଡାଟା ସହ ଅନଲିମିଟେଡ଼ କଲିଂ

ଭୁବନେଶ୍ୱର: ରିଲାଏନ୍ସ ଜିଓ, ଏୟାରଟେଲ ଭଳି ଆଗଧାଡ଼ିର ଟେଲିକମ ସେବାକୁ ଟକ୍କର ଦେବାକୁ ନୂଆ ପ୍ଲାନ ସହ ବଜାରକୁ ଆସୁଛି ସରକାରୀ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସଏନଏଲ) । ପ୍ରାପ୍ତ ସୂଚନା ଅନୁଯାୟୀ, ବିଏସଏନଏଲ ଏହାର ୬୬୬ ଟଙ୍କିଆ ପ୍ରିପେଡ୍‌ ପ୍ଲାନ୍‌କୁ ଅପଡେଟ୍‌…

ବଲାଙ୍ଗିରର ବଙ୍ଗୋମୁଣ୍ଡାରେ ୧୨ ଘଣ୍ଟିଆ ବନ୍ଦ ଡାକରା, ଜନଜୀବନ ବ୍ୟାହତ

ବଲାଙ୍ଗିର: ବଲାଙ୍ଗିରର ବଙ୍ଗୋମୁଣ୍ଡାରେ ୩ ଦଫା ଦାବି ନେଇ ଆଜି ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ନାଗରିକ ମଞ୍ଚ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି । ଏହି ବନ୍ଦ ପ୍ରଭାବରେ ବିଭିନ୍ନ ଦୋକାନ ବଜାର, ଶିକ୍ଷାନୁଷ୍ଠାନ, ଗାଡି ଚଳାଚଳ ବନ୍ଦ ରହିବା ଫଳରେ ଯାତାୟାତ…

ସହକର୍ମୀଙ୍କ ଗୁଳିରେ ପ୍ରାଣ ହରାଇଲେ ଓଡ଼ିଆ ଯବାନ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଦେଉଳି ଗ୍ରାମର ଓଡ଼ିଆ ଯବାନ ନାରାୟଣ ସାହୁ(୩୫) ଗ୍ୱଲିଅରର ଏକ ଆର୍ମୀ ବେରକ ଠାରେ ନିଜ ସହକର୍ମୀଙ୍କ ଗୁଳିରେ ପ୍ରାଣ ହରାଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ, ନାରାୟଣ ୨୦୦୩ ମସିହାରେ ସେନାରେ ଯୋଗ ଦେଇଥିଲେ । ଏହାପରେ ସେ…

ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ: ୪୨ଟି ଆସନ ସହ ଆଗରେ ଜେଏମଏମ-କଂଗ୍ରେସ ମେଣ୍ଟ, ବିଜେପି ୨୮

ଋାଞ୍ଚି: ଆଜି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଭୋଟ ଗଣତି ଚାଲିଛି । ଦିନ ୧୧ଟା ସୁଦ୍ଧା ହୋଇଥିବା ଭୋଟଗଣତି ଅନୁଯାୟୀ ଜେଏମଏମ-କଂଗ୍ରେସ ମେଣ୍ଟ ୪୨ଟି ଆସନରେ ଆଗୁଆ ରହିଥିବା ବେଳେ ଶାସକ ବିଜେପି ୨୮ଟି ଆସନ ସହିତ ପଛରେ ରହିଛି । ସେହିପରି ଜେଭିଏମ ୩ଟି ଆସନରେ ଏବଂ ଅନ୍ୟାନ୍ୟ ଦଳ ଓ ନିର୍ଦ୍ଦଳୀୟ…

ସଡ଼କ ଦୁର୍ଘଟଣାରେ ସାମ୍ବାଦିକଙ୍କ ମୃତ୍ୟୁ

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ୍ ଅନ୍ତର୍ଗତ ମାଧପୁର ନିକଟରେ ହୋଇଥିବା ସଡକ ଦୁର୍ଘଟଣାରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ ସାମ୍ବାଦିକ ଜଣକ…