ରାଜ୍ୟର କେଉଁ ୭ଟି ଜିଲ୍ଲାରେ ରହିଛି ଝଡବର୍ଷା ଆଶଙ୍କା, ଜାଣନ୍ତୁ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ ୩ଟା ଯାଏଁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି ।
ସେହି ଜିଲ୍ଲାଗୁଡ଼ିକ ହେଲା– ଢେଙ୍କାନାଳ, ବୌଦ୍ଧ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଓ…