ତୋଷାଳି ମେଳାର ୪ର୍ଥ ସନ୍ଧ୍ୟା: ନାମିଦାମୀ କଳାକାରଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ
ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୧୯ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଡିସେମ୍ବର ୧୫ ତାରିଖଠାରୁ ଆରମ୍ଭ ହୋଇଛି ।
ସାରା ଦେଶର ହସ୍ତଶିଳ୍ପ କାରିଗର, ବୁଣାକାର ଓ ସ୍ଥପତିକାରମାନେ ଏହି ମେଳାରେ ଅଂଶଗ୍ରହଣ କରିଛନ୍ତି ।…