Latest Odisha News

BREAKING NEWS

ରିଷି କାପୁରଙ୍କ ସମ୍ପର୍କରେ ୧୦ ରୋଚକ ତଥ୍ୟ

ମୁମ୍ବାଇ: ଲଭରବୟ ରିଷି କାପୁର ପ୍ରଶଂସକଙ୍କୁ ଛାଡି ଆର ପାରିକୁ ଚାଲିଯାଇଛନ୍ତି । ଋଷି ସର୍ବଦା ସିଧାସଳଖ କଥା କହିବାକୁ ଭଲ ପାଆନ୍ତି । ଆସନ୍ତୁ ଜାଣିବା ଋଷୀଙ୍କ ଜୀବନର ୧୦ ତଥ୍ୟ ଯାହା ଆମକୁ ନିଶ୍ଚିତ ଭାବେ ତାଙ୍କ ଚରିତ୍ରକୁ ଠିକ୍ ଭାବେ ବୁଝାଇପାରିବ । ୧.ପାଟିରୁ ଦୁର୍ଗନ୍ଧ ବାହାରୁଛି ବୋଲି…

ସଫେଇ ଦେଲା ହ୍ୱାଇଟ ହାଉସ

ନୂଆଦିଲ୍ଲୀ: ହ୍ୱାଇଟ ହାଉସ କାହିଁକି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟରରେ ଅନଫଲୋ କଲା ସେ ନେଇ ସଫେଇ ଦେଇଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡୋ ଟ୍ରମ୍ପଙ୍କ କାର‌୍ୟ୍ୟାଳୟ ପକ୍ଷରୁ ମୋଦିଙ୍କୁ ‘ଅନଫ​‌ଲୋ’ କରାଯିବା ଘଟଣାରେ ସୃଷ୍ଟି ହୋଇଛି ରାଜନୈତିକ ଝଡ । ହ୍ବାଇଟ ହାଉସ…

ଦେଶରେ ୨୫% ବୃଦ୍ଧି ପାଇଛି କରୋନା ଆରୋଗ୍ୟ ହାର: ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଦେଶରେ ନିୟମିତ ଭାବେ ବଢ଼ି ଚାଲିଛି କରୋନା ଆରୋଗ୍ୟ ହାର । ମାତ୍ର ୧୪ ଦିନ ପୂର୍ବେ ଦେଶର ଆରୋଗ୍ୟ ହାର ୧୩ ପ୍ରତିଶତ ଥିବାବେଳେ ଏବେ ତାହା ୨୫.୧୯ ପ୍ରତିଶତକୁ ବୃଦ୍ଧି ପାଇଛି । ଦେଶର ମୃତ୍ୟୁହାର ୩.୨ ପ୍ରତିଶତରେ ସ୍ଥିର ରହିଛି ଓ ଦେଶର ମୃତକଙ୍କ ମଧ୍ୟରୁ ୭୮ ପ୍ରତିଶତଙ୍କର ପୂର୍ବରୁ…

ବୁଲେଟ୍ ପ୍ରୁଫ, ଧିମା ଓ ଦାମୀ ମଦ; କିମ୍ ଜୋଙ୍ଗ୍ ଉନ୍‌ଙ୍କ ରହସ୍ୟମୟ ବିଳାସପୂର୍ଣ୍ଣ ଟ୍ରେନ୍ !

ଭୁବନେଶ୍ୱର: କିଛି ଦିନ ପୂର୍ବରୁ ୱନ୍‌ସାନ୍‌ରେ ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଟ୍ରେନ୍ ଥିବା ଖବର ସାରା ବିଶ୍ୱରେ ଚର୍ଚ୍ଚା ସାଉଣ୍ଟିଥିଲା । କିମ୍‌ଙ୍କ ଉଭାନ ହେବା ଘଟଣା ଯେତିକି ରହସ୍ୟମୟ, ତାଠୁ ଅଧିକ ଆଶ୍ଚର୍ଯ୍ୟଜନକ ତାଙ୍କ ବିଳାସମୟ ଟ୍ରେନର ପ୍ରଚ୍ଛଦପଟ୍ଟ କାହାଣୀ ।…

ନୂଆ ୧୪ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ଦୁଇ ଶିଶୁ, ସମସ୍ତଙ୍କର କୋଲକାତା ଲିଙ୍କ୍

ଭୁବନେଶ୍ୱର : ଗୁରୁବାର ଚିହ୍ନଟ ହୋଇଥିବା ୧୪ ଜଣଙ୍କ ମଧ୍ୟରେ ଅଛନ୍ତି ଦୁଇ ଜଣ ଶିଶୁ ଅଛନ୍ତି । ଉଭୟଙ୍କ ବୟସ ତିନି ବର୍ଷ ବୋଲି ଜଣାପଡିଛି ।ଏମାନେ ସମସ୍ତେ କଟିକଟା କଣ୍ଟେନମେଣ୍ଟ ଅଂଚଳର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମସ୍ତଙ୍କର କୋଲକାତା ଲିଙ୍କ୍ ଥିବା…

ଯାଜପୁର ଜିଲ୍ଲାରେ ଆଉ ୧୪ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂଖ୍ୟା ୧୪୨ରେ ପହଞ୍ଚିଲା

ଭୁବନେଶ୍ୱର : ଯାଜପୁର ଜିଲ୍ଲାରେ ଆଉ ୧୪ ଜଣ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଏ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଥି ସହ ରାଜ୍ୟରେ ମୋଟ କରୋନା ପଜିଟିଭ୍ ରୋଗୀ ସଂଖ୍ୟା ୧୪୨ରେ ପହଞ୍ଚିଛି । ନୂଆ ୧୪ ରୋଗୀଙ୍କୁ ମିଶାଇ ଯାଜପୁର ଜିଲ୍ଲାରେ ରୋଗୀ…

ସୁରା ପାଣ୍ଠିରେ କରୋନା ଲଢ଼େଇ !

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ ବିନାଶକାରୀ କୋଭିଡ ସଂକ୍ରମଣର ମୁକାବିଲା ପାଇଁ ଏବେ ବିପୁଳ ପାଣ୍ଠି ଆବଶ୍ୟକ ପଡୁଛି| ଜି-୨୦ ଭଳି ବିଭିନ୍ନ ବହୁରାଷ୍ଟ୍ରିୟ ସଙ୍ଗଠନ ସଦସ୍ୟଭୂକ୍ତ ଦେଶଗୁଡ଼ିକୁ ଜରୁରୀ ସହାୟତାଦେବା ଲାଗି ଅର୍ଥବ୍ୟବସ୍ଥା କରୁଥିବା ବେଳେ ବିଶ୍ବରେ ଜାତୀୟ ତଥା…

ସାମ୍ନାକୁ ଆସିଲା ରିଷି କପୁରଙ୍କ ଶେଷ ଭିଡିଓ ବାର୍ତ୍ତା

ମୁମ୍ବାଇ: ସାମ୍ନାକୁ ଆସିଲା ବଲିଉଡର ବର୍ଷିଆନ୍ ଅଭିନେତା ରିଷି କପୁରଙ୍କ ଲାଷ୍ଟ ଭିଡିଓ ବାର୍ତ୍ତା । ଏହି ଭିଡିଓରେ ରିଷି କପୁର ହସ୍ପିଟାଲର ଏକ ବେଡ୍‌ରେ ଶୋଇଛନ୍ତି । ଏବଂ ତାଙ୍କ ପାଖରେ ଜଣେ ଯୁବକ ଠିଆ ହୋଇଛନ୍ତି । ସେ ତାଙ୍କ ଫିଲ୍ମ ‘ଦିୱାନା’ର ଏକ ଗୀତ ଗାଉଥିବା ଦେଖିବାକୁ ମିଳିଛି । ଏହି…

ମୁମ୍ବାଇର ଚନ୍ଦନୱାଡି ଶ୍ମଶାନରେ ପଞ୍ଚଭୂତରେ ଲୀନ ହେଲେ ରିଷି କପୁର

ମୁମ୍ବାଇ: ପଞ୍ଚଭୂତରେ ଲୀନ ହେଲେବଲିଉଡର ବର୍ଷିଆନ୍ ଅଭିନେତା ରିଷି କପୁରଙ୍କୁ। ମୁମ୍ବାଇ ସ୍ଥିତ ଚନ୍ଦନୱାଡି ଶ୍ମଶାନରେ ଦିଆଯାଇଛି ତାଙ୍କୁ ଅନ୍ତିମ ବିଦାୟ । ସପରିବାର ଏବଂ ନିକଟ ସମ୍ପର୍କୀୟଙ୍କ ଉପସ୍ଥିତିରେ ସମ୍ପନ୍ନ ହୋଇଛି ରିଷିଙ୍କ ଅନ୍ତିମ ସଂସ୍କାର । ଏହି ଅନ୍ତିମ ସଂସ୍କାରରେ କରିନା…

ବଜ୍ରପାତ ସହ ବର୍ଷା ଆଶଙ୍କା: ୮ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ…