Latest Odisha News

BREAKING NEWS

ଏକ କୋଟିରୁ ଅଧିକ ମାସ୍କ ପ୍ରସ୍ତୁତ କଲେ ସ୍ୱୟଂ ସହାୟିକା ଗୋଷ୍ଠୀ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ଦ୍ୱାରା ଏକ କୋଟିରୁ ଅଧିକ ଫେସ ମାସ୍କ ତିଆରି କରାଯାଇଛି । ସହରାଂଚଳ ବ୍ୟାପାର ଓ ଆବାସ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଡିଏୱାଇ-ଏନୟୁଏଲଏମ୍ କାର୍ଯ୍ୟକ୍ରମରେ ସଂପୃକ୍ତ ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟମାନେ ଏହି ମାସ୍କ…

ଇରଫାନଙ୍କୁ ବାଲୁକାକଳାରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି…

ପୁରୀ: ଅଭିନେତା ଇରଫାନ ଖାନଙ୍କ ବିୟୋଗରେ ସମଗ୍ର ଦେଶ ଆଜି ସ୍ତବ୍ଧ । ହଜାର ହଜାର ଚଳଚ୍ଚିତ୍ରପ୍ରେମୀ ଭାରତୀୟମାନେ ଏବେ ସୋସିଆଲ୍ ମିଡ଼ିଆରେ ନିଜର ଶୋକ ପ୍ରକାଶ କରିବାରେ ଲାଗିଛନ୍ତି । ଏହି ଲକ୍‌ଡ଼ାଉନ ପରିସ୍ଥିତିରେ ମଧ୍ୟ ଇରଫାନଙ୍କ ଅଗଣିତ ଫ୍ୟାନ୍ ତାଙ୍କୁ ବିଭିନ୍ନ ମ୍ୟାସେଜ୍ ମାଧ୍ୟମରେ…

ସକ୍ରିୟ ୮୩ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣଙ୍କ ପାଖରେ ରହିଛି କରୋନା ଲକ୍ଷଣ: ଶାଳିନୀ ପଣ୍ଡିତ

ଭୁବନେଶ୍ୱର: ଓଡ଼ିଶାରେ କରୋନା ସ୍ଥିତି ଭଲ ଅଛି । ପ୍ରତି ୨୫୦ଟି ପରୀକ୍ଷା କଲେ ଗୋଟିଏ ପଜିଟିଭ ବାହାରୁଛି । ଯାହା ଓଡିଶା ପାଇଁ ଆଶ୍ୱସ୍ତିକ ଖବର । ତେବେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଥିବା ୮୩ ଜଣଙ୍କ ମଧ୍ୟରୁ ୬ ଜଣଙ୍କର ଲକ୍ଷଣ ଦେଖାଦେଉଛି । ମାତ୍ର ଅନ୍ୟ ମାନଙ୍କର କୌଣସି ଲକ୍ଷଣ ଦେଖାଯାଉନି…

କଟକଣା ମାନି ରଥଯାତ୍ରା କରିବାକୁ ଶଙ୍କରାଚାର୍ଯ୍ୟ ଓ ଦଇତାପତି ନିଯୋଗର ଆଲୋଚନା

ପୁରୀ : ଜୁନ ୨୩ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଲକ୍‌ଡାଉନ କଟକଣା ସତ୍ତତ୍ତ୍ୱ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ରଥଯାତ୍ରା କିଭଳି ପୂର୍ବ ପରାମ୍ପରା ଅନୁସାରେ ହୋଇପାରିବ ସେନେଇ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହ ଦଇତାପତି ନିଯୋଗଙ୍କ ବୈଠକ…

ପ୍ରତିଦିନ ଘଟୁଛି ଦୁର୍ଘଟଣା; ରାସ୍ତା ମଝିରେ ବୋରୱେଲ ପାଇପ୍ !

ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରା ଏନ୍.ଏ.ସି. ର ମୁଖ୍ୟ ସଡ଼କ ସମେତ ପ୍ରତ୍ୟେକ ଓ୍ବାଡ଼ ସଡ଼କର ସୌନ୍ଦର୍ଯ୍ୟକରଣ ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି । ହେଲେ ପୋଲସରା ଏନ୍.ଏ.ସି. ର ମୁଖ୍ୟ ସଡ଼କରୁ ୧୨ ନଂ ଓ୍ବାଡ଼ ସୁବୁଦ୍ଧି ସାହି , ଧୋବା ସାହି ଓ ବଡ ହରିଜନ ସାହିର ତିନି ଛକି ସଡ଼କ…

ଆଉ କିଛି ଘଣ୍ଟା ପରେ ଗଂଜାମରେ ପହଞ୍ଚିବେ ସୁରଟ ଫେରନ୍ତା

ଫୁଲବାଣୀ : ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଗଞ୍ଜାମ ଅଭିମୁଖେ ବାହାରିଥିବା ଚାରିଟି ବସ୍ ଫୁଲବାଣୀ ଅତିକ୍ରମ କରିଛି । ଜିଲ୍ଲା ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ବସଗୁଡିକ ଆସୁଛି । ଚାରିଟି ବସରେ ଆସୁଥିବା ଶତାଧିକ ପ୍ରବାସୀ ଓଡିଆ ଗଂଜାମର ଧରାକୋଟ ଓ ଶେରଗଡରେ ପହଞ୍ଚିବା ପରେ ସେମାନଙ୍କ…

ପ୍ରବାସୀ ଶ୍ରମିକଙ୍କ ସମେତ ଫସିରହିଥିବା ଅନ୍ୟ ଲୋକଙ୍କ ଆନ୍ତଃରାଜ୍ୟ ସ୍ଥାନାନ୍ତରକୁ ମଞ୍ଜୁରି

ନୂଆଦିଲ୍ଲୀ: କୋଭିଡ-19 ମୁକାବିଲା ନିମନ୍ତେ ଜାରି ହୋଇଥିବା ଲକଡାଉନ ପ୍ରତିବନ୍ଧକ ଫଳସ୍ଵରୂପ ଦେଶର ବିଭିନ୍ନ ସ୍ଥାନରେ ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରଛାତ୍ରୀ ଓ ଅନ୍ୟ ଲୋକମାନେ ଫସି ରହିଛନ୍ତି। ଏବେ କେନ୍ଦ୍ର ସରକାର ଏହି ଫସି ରହିଥିବା ଲୋକମାନଙ୍କ ସ୍ଥାନାନ୍ତରଣ…

ଅଗଷ୍ଟରେ ଖୋଲିବ ବିଶ୍ୱବିଦ୍ୟାଳୟ !

ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ମାସରେ ପୁନର୍ବାର ବିଶ୍ୱବିଦ୍ୟାଳୟ ଖୋଲିବା ସହିତ ସେପ୍ଟେମ୍ବରରେ ବିଭିନ୍ନ ଶ୍ରେଣୀଗୁଡ଼ିକରେ ସମସ୍ତ ପାଠ୍ୟକ୍ରମ ଆରମ୍ଭ ହେବା ନେଇ ୟୁନିଭର୍ସିଟି ଗ୍ରାଣ୍ଟ୍ କମିଶନ (ୟୁଜିସି)ର ଏକ୍ସପର୍ଟ କମିଟି ବୁଧବାର ଦିନ ସୂଚନା ପ୍ରଦାନ କରିଛି । ଦେଶରେ କରୋନା ମହାମାରୀ…

ପ୍ରତୀକ୍ଷାର ଅବସାନ : ଖୋଲିଲା କେଦାରନାଥ ମନ୍ଦିରର କବାଟ

ଡେରାଡୁନ: କରୋନା ଭାଇରସ ପ୍ରଭାବ ଆଉ ପ୍ରତୀକ୍ଷାର ଅବସାନ ଘଟାଇ ବୁଧବାର କେଦାରନାଥ ମନ୍ଦିରର କବାଟ ଖୋଲିଛି । ଉତ୍ତରାଖଣ୍ଡରେ ଥିବା ପ୍ରସିଦ୍ଧ ଧାମ କେଦାରନାଥ ମନ୍ଦିରର କବାଟ ରୀତିନୀତି ଓ ପରମ୍ପରା ଅନୁସାରେ ସକାଳ ୬ଟା ୧୦ ମିନିଟ୍‌ରେ ଖୋଲା ହୋଇଥିଲା । କେଦାରନାଥ ଧାମର ମୁଖ୍ୟ ପୂଜାରୀ ଶିବ…

ଜୁରାସିକ ପାର୍କର ଟିକେଟ କିଣିପାରି ନ ଥିବା ଇରଫାନ ଶେଷରେ ହଲିଉଡ ଷ୍ଟାର ପାଲଟିଥିଲେ

ମୁମ୍ବାଇ: ଜୁରାସିକ ପାର୍କ ଫିଲ୍ମ ପାଇଁ ଟିକେଟ କିଣିପାରି ନ ଥିବା ଇରଫାନ ଖାଁ ଶେଷରେ ନିଜ ଦକ୍ଷତା ବଳରେ ହଲିଉଡର ଏହି ମେଗା ମୁଭିରେ ଅଭିନୟ କରିବାକୁ ସୁଯୋଗ ପାଇଥିଲେ । ଇରଫାନ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଅନେକ ପୁରସ୍କାର ଓ ସମ୍ମାନ ପାଇଛନ୍ତି । ୧. ୨୦୦୪ରେ ହାସିଲ ଫିଲ୍ମ ପାଇଁ…