ରିଲିଜ୍ ହେଲା ଜାହ୍ନବୀଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଧଡ଼କ୍’ର ଟ୍ରେଲର୍
ମୁମ୍ବାଇ : ରିଲିଜ୍ ହେଲା ବହୁ ପ୍ରତିକ୍ଷୀତ ଫିଲ୍ମ ‘ଧଡ଼କ୍’ର ଟ୍ରେଲର୍ । ଏହି ଫିଲ୍ମରେ ଅଭିନୟ କରି ଦିବଂଗତା ଅଭିନେତ୍ରୀ ଶ୍ରୀଦେବୀଙ୍କ ସୁନ୍ଦରୀ ଲଳନା ଜାହ୍ମବୀ ବଲିଉଡ଼ରେ ପାଦ ଥାପିଛନ୍ତି ।
ଶଶାଙ୍କ ଖୈତାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଲାଜକୁଳୀ ନାୟିକା ଜାହ୍ନବୀଙ୍କ ବିପକ୍ଷରେ…