ସୋଆ ଏବଂ ନେପାଳର ତ୍ରିଭୁବନ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର: ଉଚ୍ଚ ଶିକ୍ଷା କ୍ଷେତ୍ରରେ ଆନ୍ତର୍ଜାତିକ ସ୍ତରରେ ଉନ୍ନତି ଆଣିବା ସହ ଗବେଷଣା କ୍ଷେତ୍ରକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ଓ ନେପାଳର କାଠମାଣ୍ଡୁସ୍ଥିତ ତ୍ରିଭୁବନ ବିଶ୍ୱବିଦ୍ୟାଳୟ ମଧ୍ୟରେ ଯୋଡି ହୋଇଛି ସମ୍ପର୍କ । ଏନେଇ ସୋଆ…