ଲାଇନଚ୍ୟୁତ ହେଲା ତାଳଚେର-ପୁରୀ ମେମୋ ପାସେଞ୍ଜର ଟ୍ରେନ୍
ପୁରୀ: ଅଳ୍ପକେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲା ତାଳଚେର-ପୁରୀ ଟ୍ରେନ୍। ପୁରୀ ଷ୍ଟେସନ୍ ନିକଟରେ ତାଳଚେର-ପୁରୀ ମେମୋ ପାସେଞ୍ଜର ଟ୍ରେନ୍ର ଇଞ୍ଜିନ୍ ଲାଇନଚ୍ୟୁତ ହୋଇଛି। ପୁରୀ ଷ୍ଟେସନରୁ ମାତ୍ର ୫୦୦ ମିଟର ଦୂରରେ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍ ଷ୍ଟେସନରେ ପ୍ରବେଶ ବେଳେ ୩ ନଂ…