Latest Odisha News

BREAKING NEWS

ଭୁବନେଶ୍ୱରରେ ଲଞ୍ଚ ହେଲା ‘ସ୍ୱିଗି ଗୋ’ ସେବା

ଭୁବନେଶ୍ୱର: ଖାଦ୍ୟ ବିତରଣ ସଂସ୍ଥା ‘ସ୍ୱିଗି’ ପକ୍ଷରୁ ଜନସାଧାରଣଙ୍କ ପାଇଁ ଏକ ନୂଆ ସେବା ଆରମ୍ଭ ହେବାକୁ ଯାଉଛି । ଏହି ସେବା ଆପଣଙ୍କ ଘର ଠାରୁ ଅଫିସ୍ ଯାଏଁ ଲଣ୍ଡ୍ରୀ, ଭୁଲି ଯାଇଥିବା ଚାବି, ଲଞ୍ଚ ବାକ୍ସ ଓ ଜରୁରୀ ଡକୁମେଣ୍ଟ ଆଦି ଆପଣଙ୍କ ପାଖରେ ପହଞ୍ଚାଇପାରିବ। ଏପରିକି ଜିନିଷ ନେବା…

ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ଫକୀର ଚରଣ ପଟ୍ଟନାୟକଙ୍କ ଦେହାନ୍ତ

ଭୁବନେଶ୍ୱର: ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ଫକୀର ଚରଣ ପଟ୍ଟନାୟକଙ୍କ ଗୁରୁବାର ରାତି ପ୍ରାୟ ୨ଟା ବେଳେ କେନ୍ଦ୍ରାପଡା ଜିଲ୍ଲା ପୁରୁଣା ସହରସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପିଡିତ ଥିବାନେଇ…

ରବି କୁମାରଙ୍କ ସମେତ ୪ ଜଣଙ୍କୁ ବାସନ୍ଦ କଲା ନାଡା

ଭୁବନେଶ୍ୱର: ବିଶ୍ୱକପ୍ ପଦକ ବିଜେତା ତଥା ବନ୍ଧୁକଚାଳକ ରବି କୁମାର ଜାତୀୟ ଡୋପିଂ ନିରୋଧି ସଂସ୍ଥା(ନାଡା)ର ଶୃଙ୍ଖଳାଗତ ପ୍ୟାନେଲ(ଏଡିଡିପି)କୁ ବୁଝାଇବାରେ ବିଫଳ ହେବା ପରେ ନାଡା ପକ୍ଷରୁ ତାଙ୍କୁ ପାଖାପାଖି ୨ ବର୍ଷ ଲାଗି ବାସନ୍ଦ କରାଯାଇଛି । ଏନେଇ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ସୂଚନା…

ଟ୍ରକ୍-ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ୨ ଜୀବନ୍ତ ଦଗ୍ଧ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯୁଯୁମୁରା ଅନ୍ତର୍ଗତ ୫୫ ନଂ ଜାତୀୟ ରାଜପଥ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଲୁହାପଥର ବୋଝେଇ ଟ୍ରକ୍ ଓ ବିପରୀତ ଦିଗରୁ ଆସୁଥିବା ଗ୍ୟାସ୍ ଟ୍ୟାଙ୍କର ମଧ୍ୟରେ କୌଣସି କାରଣବଶତଃ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହା ଫଳରେ ଅଚାନକ ଗାଡିରେ ନିଆଁ…

ପାରାଦୀପରେ ଜଳିଗଲା ୩ ଦୋକାନ, ବହୁ ସମ୍ପତ୍ତି ନଷ୍ଟ

ପାରାଦୀପ: ପାରାଦୀପ ଅନ୍ତର୍ଗତ ଗେଟ୍ ବଜାର ଅଞ୍ଚଳରେ ଶନିବାର ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୩ଟି ଦୋକନ ଜଳି ଧୂଳିସାତ ହୋଇପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଆଜି ଭୋରରୁ କୌଣସି କାରଣବଶତଃ ଏହି ବଜାରରେ ଅଚାନକ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡର କାରଣ…

ଶନିଦେବଙ୍କ କୃପା ପ୍ରାପ୍ତି ଲାଗି ଆପଣାନ୍ତୁ ଏହିସବୁ ଉପାୟ !

ଭୁବନେଶ୍ୱର: ପ୍ରତିବ୍ୟକ୍ତିଙ୍କ ଜୀବନରେ ଗ୍ରହଚଳନ ଉପରେ କେତେକାଂଶରେ ବିଶ୍ୱାସ ରହିଥାଏ । ସମସ୍ତ ଗ୍ରହମାନଙ୍କର ନିଜର ଏକ ଦୃଷ୍ଟିଶକ୍ତି ରହିଛି । ଯାହାର ମଣିଷ ଜୀବନରେ ଶୁଭ ଓ ଅଶୁଭ ଦୃଷ୍ଟି ପକାଉଥିବା ନେଇ ଜ୍ୟୋତିଷ ଶାସ୍ତ୍ରରେ ବର୍ଣ୍ଣିତ ରହିଛି । ସେଥିମଧ୍ୟରେ ଶନିଦେବ, ମଙ୍ଗଳ ଓ…

ବୌଦ୍ଧଭୀକ୍ଷୁ ୟୋଦାଙ୍କ ବିୟୋଗରେ ବୁଦ୍ଧମନ୍ଦିରରେ ଶୋକସଭା

ଭୁବନେଶ୍ୱର: ଧଉଳି ଶାନ୍ତିସ୍ତୁପର ପ୍ରତିଷ୍ଠାତା ସଦସ୍ୟ ତଥା କଳିଙ୍ଗ ନିପନ ଭୀକ୍ଷୁ ସଂଘର ମୁଖ୍ୟ କାଜିଓ ୟୋଦାଙ୍କ ବିୟୋଗରେ ଶୁକ୍ରବାର ସନ୍ଧ୍ୟାରେ ମହାବୋଧି ସୋସାଇଟି ଅଫ୍ ଇଣ୍ଡିଆ, ଓଡ଼ିଶା ଶାଖା ପକ୍ଷରୁ ଏକ ଶୋକ ସଭା ଅନୁଷ୍ଠାନର ସଭାପତି ଡ଼ଃ ବିମଳେନ୍ଦୁ ମହାନ୍ତିଙ୍କ ପୌରହିତ୍ୟରେ ଅନୁଷ୍ଠିତ…

ଜାଣନ୍ତୁ କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୪-୧୨-୨୦୧୯ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା ୧୪ ରିଖ ଶନିବାର ବିଛା ୨୮ ଦିନ ପୌଷ ମାସ କୃଷ୍ଣ ପକ୍ଷ ଦ୍ବିତୀୟା ଭୁକ୍ତ ତୃତୀୟା ତିଥି ପୁନର୍ବସୁ ନକ୍ଷତ୍ର ମିଥୁନ…

ସରକାର ଆର୍ଥିକ ବୃଦ୍ଧିରେ ଅଗ୍ରଗତି କରିବା ପାଇଁ ବଜାର ଚାହିଦା ବଢାଇବା ଉପରେ ଧ୍ୟାନ ଦେଉଛନ୍ତି: ମୁଖ୍ୟ ଆର୍ଥିକ…

ଭୁବନେଶ୍ୱର: ମୁଖ୍ୟ ଆର୍ଥିକ ପରାମର୍ଶଦାତା ବି ସୁବ୍ରମନ୍ୟମ ଶୁକ୍ରବାର ଦିନ କହିଲେ ଯେ ସରକାର ଆର୍ଥିକ ବୃଦ୍ଧିରେ ଅଗ୍ରଗତି କରିବା ପାଇଁ ବଜାର ଚାହିଦା ବଢାଇବା ଉପରେ ଧ୍ୟାନ ଦେଉଛନ୍ତି | ସେ ଅର୍ଥବ୍ୟବସ୍ଥା କୁ ଛଅ ବର୍ଷରେ ନିମ୍ନ ଆର୍ଥିକ ବୃଦ୍ଧି ରୁ ଉପରକୁ ନେବା ପାଇଁ ଉଠାଯାଉଥିବା ପଦକ୍ଷେପ…

ଓଡ଼ିଶାର ୯୭୦ ଜଣ ତୀର୍ଥଯାତ୍ରୀଙ୍କ ଉତ୍ତରାଖଣ୍ଡ ଯାତ୍ରା; ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମ ଉଦଘାଟନ କଲେ…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରୁ ଭିଡ଼ିଓ କନଫରେନ୍ସିଂ ଯୋଗେ ବାଲେଶ୍ୱର ଷ୍ଟେସନରୁ ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଇଆରଟିସି ସହଯୋଗରେ ୨୦୧୬ରୁ ଆୟୋଜିତ…