ଘରେ ଏହିଭଳି ପ୍ରସ୍ତୁତ କରନ୍ତୁ ଅଁଳା ରସ
ଭୁବନେଶ୍ୱର: ଅଅଁଳାରେ ଭରପୁର ମାତ୍ରରେ ପୋଷକ ତତ୍ତ୍ବ ରହିଥାଏ। ଯାହା ତ୍ବଚା ଓ କେଶ ଉଭୟ ପାଇଁ ଏହା ଖୁବ୍ ଲାଭଦାୟକ। ନିୟମିତ ଅଅଁଳା ରସ ସେବନ କରିବା ଦ୍ବାରା ତ୍ବଚାର ଚମକ ବୃଦ୍ଧି ହୋଇଥାଏ।
ଏଥିରେ ଏଣ୍ଟି-ଅକ୍ସିଡାଣ୍ଟ ଭରପୁର ମାତ୍ରାରେ ରହିଥାଏ। ତେବେ ଆସନ୍ତୁ ଜାଣିବା ଏହି ଅଅଁଳା ରସ…