ବିସ୍କୁଟ୍ ଲୋଭ ଦେଖାଇ ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଲଜ୍ଜା । ଜଣେ ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ପରେ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି । ଏହି ଘଟଣା ପରେ ଶିଶୁଟି ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।…