ଆରପାରିରେ ବିଶିଷ୍ଟ ନାଟ୍ୟକାର ବିଜୟ ମିଶ୍ର
ଭୁବନେଶ୍ୱର: ଆରପାରିରେ ପ୍ରସିଦ୍ଧ ଓଡ଼ିଆ ନାଟ୍ୟକାର ତଥା ସଂଳାପ ଲେଖକ ବିଜୟ ମିଶ୍ର । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ହେଲା ସେ ଅସୁସ୍ଥ ଥିଲେ ।
ବିଜୟ ମିଶ୍ରଙ୍କୁ ନାଟ୍ୟ ଜଗତରେ ତାଙ୍କ…