ଜୁନ ୧୬ରୁ ବନ୍ଦ ରହିବ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଅଭୟାରଣ୍ୟ
ଭୁବନେଶ୍ୱର : ଆସନ୍ତା ଜୁନ ୧୬ ତାରିଖରୁ ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଜାତୀୟ ଅଭୟାରଣ୍ୟ ଏବଂ ବ୍ୟାଘ୍ର ସଂରକ୍ଷଣ କେନ୍ଦ୍ର ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ ।
ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ କେନ୍ଦ୍ର ଓ ଅଭୟାରଣ୍ୟର ଦିର୍ଦ୍ଦେଶକ ଏମ ମୋହନ କହିଛନ୍ତି, “ପ୍ରତିବର୍ଷ ବର୍ଷା ଋତୁରେ…