୧୦୦ ଟପିଲା ଓଡ଼ିଶାରେ କରୋନା ମାମଲା: କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଜାଣନ୍ତୁ
ଭୁବନେଶ୍ୱର: କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ସ୍ୱାସ୍ଥ୍ୟ ବିଭାଗର ତତ୍ପରତା ସତ୍ତ୍ୱେ ମଧ୍ୟ ଏହି ଭୂତାଣୁ ଧୀରେ ଧୀରେ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୯ ଜଣ…