ମନମୋହୁଛି କୋଣାର୍କ ମହୋତ୍ସବ; ବାଲିନିଜ୍ ଓ ଓଡିଶୀ ନୃତ୍ୟରେ ଝୁମିଲେ ଦର୍ଶକ
କୋଣାର୍କ: ଓଡିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଇଣ୍ଡୋନେସିଆର ବାଲିନିଜ୍ ନୃତ୍ୟ ଓ ଶାସ୍ତ୍ରୀୟ ଓଡିଶୀ ନୃତ୍ୟରେ ପୁରାଣର କଥାବସ୍ତୁ ଦର୍ଶକଙ୍କୁ ବିମୋହିତ କରିଛି ।
ଇଣ୍ଡୋନେସିଆର ସୁପ୍ରସିଦ୍ଧ ବାଲିନିଜ୍ ନୃତ୍ୟରେ ରାମାୟଣ ମହାକାବ୍ୟ…