ପ୍ରତିଷ୍ଠା ଦିନରୁ କୋଣାର୍କର ଏହି ତନ୍ତ୍ରପୀଠରେ ଲିଭିନାହିଁ ଅଗ୍ନିକୁଣ୍ଡ !
ଭୁବନେଶ୍ୱର: ଆପଣ ଅନେକ ଥର କୋଣାର୍କ ବୁଲି ଯାଇଥିବେ ଏବଂ ସୂର୍ଯ୍ୟମନ୍ଦିର ତଥା ଏହାର ଆଖପାଖ ସ୍ଥାନ ସହ ଚନ୍ଦ୍ରଭାଗା ସମୁଦ୍ରକୂଳ ଆଉ ରାମଚଣ୍ଡୀ ନିହାତି ଯାଇଥିବେ । କିନ୍ତୁ ଆଜି ଆପଣଙ୍କୁ ସେହି କୋଣାର୍କର ଏପରି ଏକ ସ୍ଥାନ ବିଷୟରେ କହିବୁ ଯାହା ବିଷୟରେ ବହୁତ କମ୍ ଲୋକ ଜାଣିଥିବେ।…