କରୋନା ଅପଡେଟ: ଓଡ଼ିଶା ସମେତ, ଭାରତ ଓ ବିଶ୍ୱର ତାଜା ସ୍ଥିତି
ଭୁବନେଶ୍ୱର: ବିଶ୍ଵବ୍ୟାପୀ ଏବେ ସାମ୍ନାକୁ ଆସୁଛି କରୋନାର କରୁଣ ଚିତ୍ର ।
ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ସକାଳ ୧୦ ଟା ୩୦ ସୁଦ୍ଧା ୨୫, ୫୭, ୭୨୫ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୧,୭୭, ୬୭୧ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୬,୯୫,୨୪୬ ଜଣ ବ୍ୟକ୍ତି…