Latest Odisha News

BREAKING NEWS

ଜଗନ୍ନାଥଙ୍କ ମହାପ୍ରସାଦ ‘କାନିକା’ର ପ୍ରସ୍ତୁତି ବିଧି, ଜାଣନ୍ତୁ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ତିନିଠାକୁରଙ୍କ ପାଖରେ ପ୍ରତିଦିନ ଲାଗି ହୁଏ ୫୬ ପ୍ରକାର ପ୍ରସାଦ । ଏହି ୫୬ ଭୋଗ ମଧ୍ୟରୁ କାନିକା ଅନ୍ୟତମ । ଏହାକୁ ମିଠା ଅବଢ଼ା ମଧ୍ୟ କୁହାଯାଏ । ଏହା ପ‌ହିଲି ଭୋଗବେଳେ ଏବଂ ଅନ୍ୟ ଦିନେ ମଧ୍ୟ ତିଆରି ହୁଏ । ୧୯୧୦ ମସିହା ପରେ ଏହା ଗୋପାଳ ବଲ୍ଲଭ ଭୋଗର ଅଂଶ ଭାବେ…

ନିୟମିତ ଗରମପାଣିରେ ଗାଧୋଇଲେ ହୋଇଥାଏ ଏହିସବୁ ଅସୁବିଧା !

ଭୁବନେଶ୍ୱର: ଶୀତଦିନେ ଅଧିକାଂଶ ଲୋକ ଗରମ ପାଣିରେ ଗାଧୋଇବାକୁ ପସନ୍ଦ କରନ୍ତି। କିନ୍ତୁ କଣ ଆପଣ ଜାଣନ୍ତି ନିୟମିତ ଗରମ ପାଣିରେ ଗାଧେଇବା ଦ୍ୱାରା ଏହା ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିଥାଏ। ଆସନ୍ତୁ ଜାଣିବା ଗରମ ପାଣିରେ ଗାଧୋଇଲେ ଶରୀରକୁ କଣ କ୍ଷତି ପହଞ୍ଚି ଥାଏ। ତ୍ୱଚାର ଚମକ କମି…

ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାଘଟଣା: ‘ଅଜଣା ବ୍ୟକ୍ତିଙ୍କ ସହ କଥାନହେବା’କୁ…

ଭୁବନେଶ୍ୱର: ତେଲେଙ୍ଗାନାରେ ଜଣେ ୨୭ ବର୍ଷୀୟ ମହିଳା ପଶୁ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାକୁ ନେଇ ସାରା ଦେଶରେ ଉଦବେଗ୍ ପ୍ରକାଶ ପାଇଛି । ଏହି ପରିପ୍ରେକ୍ଷୀରେ ମହିଳାମାନଙ୍କ ସୁରକ୍ଷା ପାଇଁ ରବିବାର ଦିନ ଟ୍ୱିନସିଟି କମିଶନରେଟ୍ ପୋଲିସ ପକ୍ଷରୁ ଏକ ଆଡଭାଇଜାରୀ ଜାରି…

ନୟାଗଡରେ ଓଲଟି ପଡିଲା ବସ୍, ୮ ଯାତ୍ରୀ ଗୁରୁତର

ନୟାଗଡ: ନୟାଗଡ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ପଞ୍ଚୁପାଣ୍ଡବ ଠାରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗସ୍ତ ହେବା ଫଳରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ‘ଫ୍ରେଣ୍ଡସ୍’ ନାମକ ଏକ ଯାତ୍ରାବାହୀ ବସଟି ଗତକାଲି ଭୁବନେଶ୍ୱରରୁ ଫୁଲବାଣୀ ଅଭିମୁଖେ ଯାତ୍ରା କରୁଥିବା…

ଆଜିଠୁ ଟ୍ରାଫିକ୍ ନିୟମ କଡାକଡି; ଉଲଂଘନ କଲେ ଗଣିବେ ତଣ୍ଡ

ଭୁବନେଶ୍ୱର: ଡିସେମ୍ବର ୧ ତାରିଖ ତଥା ଆଜିଠାରୁ ସାରା ରାଜ୍ୟରେ ପୁଣିଥରେ ଟ୍ରାଫିକ ନିୟମ କଡାକଡି ଭାବେ ଲାଗୁ ହେବାକୁ ଯାଉଛି । ରାଜ୍ୟର ବିଭିନ୍ନ ଆରଟିଓ ଅଫିସରେ ଜନ ସାଧାରଣଙ୍କ ପ୍ରବଳ ଭିଡ ଓ ଲୋକଙ୍କ ଅସୁବିଧାକୁ ହୃଦୟଙ୍ଗମ କରି ନିକଟ ଅତୀତରେ ଗାଡି ସମ୍ବନ୍ଧୀୟ ସମସ୍ତ କାଗଜ ପତ୍ର ଠିକ…

ପ୍ରସିଦ୍ଧ ଗାୟକ ନକୁଳ ନାଥଶର୍ମା; ଯିଏ ସ୍ୱତନ୍ତ୍ର ଶୈଳୀରେ ପରିବେଷଣ କରନ୍ତି ପାଲା…

ଭୁବନେଶ୍ୱର: ସ୍ୱତନ୍ତ୍ର ଗାୟନ ଶୈଳୀ ପାଇଁ ପାଲା ଜଗତରେ ପରିଚିତ ଗାୟକ ପଦ୍ମ, ନକୁଳ ନାଥଶର୍ମା । ଅତି ସୁମଧୁର କଣ୍ଠ ସହ ଲାଲିତ୍ୟପୂର୍ଣ୍ଣ ଗାୟନ ତାଙ୍କୁ ସାରା ରାଜ୍ୟରେ ପ୍ରତିଷ୍ଠା ଦେଇଛି । ୧୯୫୧ ମସିହା ଜାନୁଆରୀ ୨୯ ତାରିଖରେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଗୁହାଳି ଗ୍ରାମରେ ଜନ୍ମ…

ଆଜି ବିଶ୍ୱ ଏଡସ୍ ଦିବସ, ଜାଣନ୍ତୁ କାହିଁକି ହୁଏ ପାଳିତ

ଭୁବନେଶ୍ୱର: ପ୍ରତିବର୍ଷ ଡିସେମ୍ବର ୧ ତାରିଖକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପକ୍ଷରୁ ‘ବିଶ୍ୱ ଏଡସ୍ ଦିବସ’ ଭାବେ ପାଳନ କରାଯାଉଅଛି । କେବଳ ସଚେତନତା ହିଁ ଏଡସ୍ କବଳରୁ ବର୍ତ୍ତିବାର ଏକ ମାତ୍ର ଉପାୟ ବୋଲି ବିଶେଷଜ୍ଞମାନେ ମତ ଦେଇଥାନ୍ତି । ଜାଣନ୍ତୁ, କଣ ରହିଛି ଉଦ୍ଦେଶ୍ୟ ୧୯୮୮ ମସିହା…

ଝାଡ଼ଖଣ୍ଡ ନିର୍ବାଚନ: ଓଡ଼ିଆ ଭାଷାଭାଷୀ ଅଞ୍ଚଳରେ ଧର୍ମେନ୍ଦ୍ରଙ୍କ ଜୋରଦାର୍ ପ୍ରଚାର

ଋାଞ୍ଚି: ଝାଡ଼ଖଣ୍ଡ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ମତଦାନ ଶନିବାର ଦିନ ଅନୁଷ୍ଠିତ ହେବା ପରେ ଆଉ ୪ଟି ପର୍ଯ୍ୟାୟ ଭୋଟଗ୍ରହଣ ଭିନ୍ନ ଭିନ୍ନ ଦିନମାନଙ୍କରେ ଅନୁଷ୍ଠିତ ହେବାକୁ ଯାଉଛି । ସେଥିଲାଗି ପ୍ରମୁଖ ଦଳଗୁଡ଼ିକ ପକ୍ଷରୁ ଜୋରଦାର୍ ପ୍ରଚାର ଅଭିଯାନ ଆରମ୍ଭ ହୋଇଯାଇଛି । ଝାଡଖଣ୍ଡର ବିକାଶକୁ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧-୧୨-୨୦୧୯ ରବିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ୨୦୧୯ ମସିହା ଡିସେମ୍ବର ତା ୧ ରିଖ ରବିବାର ବିଛା ୧୫ଦିନ ମାର୍ଗଶିର ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ଉତ୍ତରାଷାଢାନକ୍ଷତ୍ର ମକର ଚନ୍ଦ୍ର ଘାତ ବାର: ମେଷ…

ପ୍ରସିଦ୍ଧ ମଞ୍ଚ କଳାକାର ପରମାନନ୍ଦ ସାହୁଙ୍କ ୭୨ ବର୍ଷ ବୟସରେ ପରଲୋକ

ଭୁବନେଶ୍ୱର: ପ୍ରଖ୍ୟାତ ମଞ୍ଚକଳାକାର ପରମାନନ୍ଦ ସାହୁଙ୍କର ତାଙ୍କ ବାଲେଶ୍ୱର ବାସଭବନରେ ଶନିବାର ସକାଳେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିିଲା । ସ୍ୱର୍ଗତଃ ସାହୁ ପ୍ରାୟ ଶହେରୁ ଅଧିକ ନାଟକର ନିର୍ଦ୍ଦେଶନା ଦେଇଛନ୍ତି । ସେ ଅନେକ ଓଡ଼ିଆ ଓ ବଙ୍ଗଳା ଭାଷାର…