ଥମୁନି କରୋନା: ଦେଶରେ ୫୪୩ ମୃତ, ୨୪ ଘଣ୍ଟାରେ ୧୫୫୩ ଆକ୍ରାନ୍ତ
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୧୭,୨୬୫ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ଏହାବ୍ୟତିତ ଗତ ୨୪ ଘଣ୍ଟାରେ ଭାରତରେ ପାଖାପାଖି…