ଜାଣନ୍ତୁ, କିପରି ଦୂର କରିବେ କ୍ୟାଲସିୟମ ଅଭାବ ଜନିତ ସମସ୍ୟା
ଭୁବନେଶ୍ୱର: ଆମ ଶରୀରରେ କ୍ୟାଲସିୟମର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା । ବିଶେଷ କରି ହାଡ଼ ଓ ଦାନ୍ତକୁ ମଜବୁତ ରଖିବା ପାଇଁ କ୍ୟାଲସିୟମ ଅନେକ ମାତ୍ରାରେ ସହାୟକ ହୋଇଥାଏ ।
ଏହାଛଡାକ୍ୟାଲସିୟମ୍ ମାଂସପେଶୀ ସଞ୍ଚାଳନ, ରକ୍ତ ସଞ୍ଚାଳନ, ଏନଜାଇମ୍, ହରମୋନଜନୀତ କାର୍ଯ୍ୟକଳାପ ସଠିକ୍ ଭାବେ…