ଅଘଟଣ ଘଟାଇବା ନେଇ ନକ୍ସଲଙ୍କର ଯୋଜନା ପଣ୍ଡ
ଦାନ୍ତେୱାଡା: ଲକ୍ଡାଉନ ସମୟରେ ନକ୍ସଲମାନେ କିଛି ଗୋଟେ ବଡ ଅଘଟଣ ଘଟାଇବା ନେଇ ଯୋଜନା କରୁଥିବା ବେଳେ ଏହାର ପର୍ଦ୍ଦାପାଶ ହୋଇଛି ।
ଦାନ୍ତେୱାଡା-କଟେକଲ୍ୟାଣ ମାର୍ଗର ଗାଟମ ନିକଟବର୍ତ୍ତୀ ନକ୍ସଲମାନେ ଏକ ସୁଡଙ୍ଗ ଖୋଳିଥିବା ନେଇ ସୂଚନା ମିଳିଥିଲା ।
ଡିଆରଜି ଯବାନମାନେ ଘଟଣା ସ୍ଥଳରେ…