ଆସନ୍ତାକାଲି ଭୁବନେଶ୍ୱର ଓ କଟକରେ ବନ୍ଦ ରହିବ ବିଦ୍ୟୁତ ସେବା, ଜାଣନ୍ତୁ କେଉଁଠି
ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ଆସନ୍ତାକାଲି ତଥା ନଭେମ୍ବର ୨୧ ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି ।
ମରାମତି ଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ କରାଯାଉଥିବା…