ସାବରିମାଳା ମନ୍ଦିର ପ୍ରସଙ୍ଗ: ବୃହତ୍ତର ଖଣ୍ଡପୀଠକୁ ପଠାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: କେରଳର ସାବରିମାଳା ମନ୍ଦିର ମାମଲାରେ ସୁପ୍ରିମକୋର୍ଟରେ ଦାୟର ହୋଇଥିବା ପୁନର୍ବିଚାର ଯାଚିକା ଏକ ବୃହତ୍ତର ଖଣ୍ଡପୀଠ ଦ୍ୱାରା କରାଇବାକୁ ସୁପାରିସ କରିଛନ୍ତି ସୁପ୍ରିମକୋର୍ଟ ।
ସୁପ୍ରିମ୍ କୋର୍ଟଙ୍କ ପୂର୍ବ ନିଷ୍ପତ୍ତିର ବିଚାର ନିମନ୍ତେ ପାଞ୍ଚଜଣିଆ ବିଚାରପତିବିଶିଷ୍ଟ…