ଓଡ଼ିଶା ବିଧାନସଭାରେ ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ଆଗତ ହେଲା ୮୧୨୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍
ଭୁବନେଶ୍ୱର: ବିଧାନସଭାରେ ଆଜି ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୮୧୨୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ପ୍ରଥମ ବର୍ଷରେ ଅତିରିକ୍ତ ବଜେଟ ଆଗତ ହୋଇଛି ।
ଶୀତକାଳୀନ ଅଧିବେଶନର…