ଘଷିପୁରାରେ ପୂର୍ବତନ ସ୍ୱାଧୀନ ପ୍ରାର୍ଥୀଙ୍କୁ ନିର୍ମମ ହତ୍ୟା
ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘାଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ସ୍ୱାଧୀନ ପ୍ରାର୍ଥୀ ତଥା ଆନନ୍ଦପୁରର ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ରାମଚନ୍ଦ୍ର ବେହେରାଙ୍କୁ ନିର୍ମମ ହତ୍ୟା କରାଯାଇଛି। ଯାହାକୁ ନେଇ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।
ଗତକାଲି ବିଳମ୍ବିତ ରାତିରେ କିଛି…