ରୋଗ ପ୍ରତିରୋଧକ ଶକ୍ତି ବଢାଏ ପଖାଳ !
ଭୁବନେଶ୍ୱର: ବଢିଚୁରା ସାଙ୍ଗକୁ ମାଛ ଭଜା ହେଉ କି ଭର୍ତ୍ତା, ଗରମ ଦିନରେ ଦହି ପଖାଳର ମଜ୍ଜା ଏବେ ସମସ୍ତେ ନେବାରେ ଲାଗିଛନ୍ତି । ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ଗରମରେ ଓଡ଼ିଶାର ଘରେ ଘରେ ସକାଳୁ କଂସାଏ ପଖାଳ ଖୋଜାପଡ଼ିଥାଏ । ସାଧାରଣ ଦିନ ଅପେକ୍ଷା ଖରାଦିନରେ ପଖାଳର ମଜ୍ଜା ପ୍ରକୃତରେ ନିଆରା…