ଲକଡାଉନ: କଟକ ରେଳ ଷ୍ଟେସନରେ ପହଞ୍ଚିଲା ୯୧୯ ଟନ୍ ଖାଇବା ତେଲ
କଟକ: କରୋନା ଭୁତାଣୁର ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ ଡାଉନ ସତ୍ୱେ ରେଳ ମନ୍ତ୍ରଣାଳୟ ଏହାକୁ ଏକ ଆହ୍ୱାନ ଭାବେ ଗ୍ରହଣ କରିଛି।
ଏପରିକି ଲୋକମାନଙ୍କ ପାଖରେ ଅତ୍ୟାବଶ୍ୟକ ଜିନିଷ ପହଞ୍ଚାଇବାକୁ କ୍ରମାଗତ ଭାବେ ପ୍ରୟାସ କରୁଅଛି। ଏହାକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ପୂର୍ବତଟ…