ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନୋହର୍ ପାରିକରଙ୍କ ଶେଷକୃତ୍ୟ ସମ୍ପନ୍ନ
ପାନାଜୀ: ଚାରିଥର ଲାଗି ଗୋଆ ମୁଖ୍ୟମନ୍ତ୍ରୀ ରହିଥିବା ତଥା ପୂର୍ବତନ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକରଙ୍କ ମର ଶରୀର ପଞ୍ଚଭୂତରେ ଲୀନ ହୋଇଛି । ସୋମବାର ସନ୍ଧ୍ୟାରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।ଗୋଆର ମିରାମାର ବିଚ୍ରେ ଚାରି ଚାରି ଥର…